Get Updates
Get notified of breaking news, exclusive insights, and must-see stories!

ଅଗଷ୍ଟ ୧୬ରେ ହେବ ଭିନେଶ ଫୋଗାଟଙ୍କ ଶୁଣାଣି

ପୁଣି ଘୁଞ୍ଚିଲା ଭିନେଶ ଫୋଗାଟଙ୍କ ଶୁଣାଣି । ଆସନ୍ତା ଅଗଷ୍ଟ ୧୬ ତାରିଖରେ ଭିନେଶ ଫୋଗାଟଙ୍କ ଶୁଣାଣି କରିବେ କୋର୍ଟ ।

Vinesh Phogat

ତେବେ ଆଜି ଭିନେଶ ଫୋଗାଟଙ୍କ ମାମଲାରେ ଶୁଣାଣି କରିଥାନ୍ତେ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର ସ୍ପୋର୍ଟ୍ସ ବା କ୍ୟାସ୍ । ହେଲେ ବର୍ତ୍ତମାନ ଏହାକୁ ଘୁଞ୍ଚାଇ ଦିଆଯାଇଛି । ସୂଚନାଯୋଗ୍ୟ ଯେ, ଏଥର ଅଲିମ୍ପିକ୍ସରେ ୫୦ କେଜି ବର୍ଗ କୁସ୍ତିରେ ଫାଇନାଲରେ ପହଞ୍ଚିଥିଲେ ଭାରତର କୁସ୍ତିଯୋଦ୍ଧା ଭିନେଶ ଫୋଗାଟ୍ ।

ହେଲେ ଫାଇନାଲ ପୂର୍ବରୁ କିନ୍ତୁ ତାଙ୍କୁ ଅଯୋଗ୍ୟ ଘୋଷିତ କରାଯାଇଥିଲା । ଧାର୍ୟ୍ୟ ଓଜନଠାରୁ ତାଙ୍କ ଓଜନ ୧୦୦ ଗ୍ରାମ ଅଧିକ ଥିବାରୁ ତାଙ୍କୁ ଫାଇନାଲ ଖେଳିବାକୁ ଦିଆଯାଇନଥିଲା । ଏହାପରେ ଭିନେଶ ଏହି ମାମଲାରେ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର ସ୍ପୋର୍ଟ୍ସକୁ ଯାଇଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+