Get Updates
Get notified of breaking news, exclusive insights, and must-see stories!

ଓଡିଶାରେ ହକିର ପ୍ରସାର ପାଇଁ FIH ପକ୍ଷରୁ ଭିକେ ପାଣ୍ଡିଆନଙ୍କୁ ଅନ୍ତର୍ଜାତୀୟ ସମ୍ମାନ

ଆନ୍ତର୍ଜାତୀୟ ହକି ଫେଡେରେସନ ପକ୍ଷରୁ ଭି.କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପୁରଷ୍କାର । 5-T ସଚିବ ଭି.କେ ପାଣ୍ଡିଆନ୍‌ଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ୱାର୍ଡ ।

ଭୁବନେଶ୍ୱର: ଅନ୍ତର୍ଜାତୀୟ ହକି ଫେଡେରେସନ ପକ୍ଷରୁ ଭି.କେ. ପାଣ୍ଡିଆନଙ୍କୁ ସମ୍ମାନଜନକ ପୁରଷ୍କାର । 5-T ସଚିବ ଭି.କେ ପାଣ୍ଡିଆନ୍‌ଙ୍କୁ ସମ୍ମାନଜନକ ପ୍ରେସିଡେଣ୍ଟ ଆଓ୍ୱାର୍ଡ । ଅନ୍ତର୍ଜାତୀୟ ହକି ଫେଡରେସନ୍ (ଏଫଆଇଏଚ୍) ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ନେଇ ଏହି ସମ୍ମାନଜନକ ପୁରସ୍କାର ତାଙ୍କୁ ପ୍ରଦାନ କରାଯାଇଛି ।

VK Pandian

ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏଫ୍‌ଆଇଏଚ୍‌ର ୪୭ ତମ ସମ୍ମିଳନୀରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଏ ନେଇ ହକି ଇଣ୍ଡିଆ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜଣାଯିବା ସହ, ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁଁ ସେ ଏହି ପୁରସ୍କାର ପାଇବାକୁ ହକଦାର ବୋଲି କୁହାଯାଇଛି । ଏଥିସହିତ ହକି ଇଣ୍ଡିଆ ପକ୍ଷରୁ ମଧ୍ୟ ଟ୍ୱିଟ୍ ଯୋଗେ ଶ୍ରୀ ପାଣ୍ଡିଆନ୍‌ଙ୍କୁ ଶୁଭେଚ୍ଛା ଜଣାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+