ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍ । ଗୁଆହାଟୀରେ ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ । ଦୁଇ ଆୟୋଜକ ଟିମ୍ ଭାରତ ଓ ଶ୍ରୀଲଙ୍କା ଆଜି ସାମ୍ନାସାମ୍ନି ହେବେ । ଏଥର ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ମହିଳା କ୍ରିକେଟ୍ ବିଶ୍ବକପକୁ ଆୟୋଜନ କରୁଛନ୍ତି । ହରମନପ୍ରିତ୍ କୌରଙ୍କ ଅଧିନାୟକତ୍ବରେ ଭାରତୀୟ ମହିଳା ଟିମ୍ ପଡିଆକୁ ଓହ୍ଲାଇବ । ଭାରତୀୟ ଟିମ୍ ବ୍ୟାଟର ଓ ବୋଲରଙ୍କୁ ନେଇ ବେଶ୍ ସନ୍ତୁଳିତ ରହିଛି । ସ୍ମୃତି ମନ୍ଧାନା, ରିଚା ଘୋଷ, ଦୀପ୍ତି ଶର୍ମା, ରେଣୁକା ସିଂଙ୍କ ଭଳି ଅଭିଜ୍ଞ ଖେଳାଳି ଅଛନ୍ତି। ସେପଟେ ଚମାରି ଆଟାପାଟୁଙ୍କ ନେତୃତ୍ବରେ ଶ୍ରୀଲଙ୍କା ଟିମ୍ ମଧ୍ୟ ବେଶ୍ ଶକ୍ତିଶାଳୀ ।

Women s Daily World Cup
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+