କଳିଙ୍ଗ ଷ୍ଟାଡିୟମ୍‌ରେ ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା

କଳିଙ୍ଗ ଷ୍ଟାଡିୟମ୍‌ରେ ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା । ଭାରତରେ ପ୍ରଥମ ଥର ପାଇଁ ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତାର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ କରାଯାଉଛି ।

World Athletics

ଏହି ଏକଦିବସୀୟ ବିଶ୍ୱସ୍ତରୀୟ ପ୍ରତିଯୋଗିତାର ଆୟୋଜନ ଆଥଲେଟିକ୍ସ ଫେଡ଼େରେସନ ଅଫ୍ ଇଣ୍ଡିଆ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ କରାଯାଉଛି ।

ପ୍ରତିଯୋଗିତାରେ ୧୯ଟି ଇଭେଣ୍ଟ ଅନୁଷ୍ଠିତ ହେବ । ପ୍ରାୟ ୧୭ଟି ଦେଶରୁ ୧୬୦ଜଣ କ୍ରୀଡ଼ାବିତ୍‌ ଉକ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି । ଭାରତରୁ ୯୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଛନ୍ତି ।

ଓଡ଼ିଶାରୁ ଅନିମେଶ କୁଜୁର, ଶ୍ରାବଣୀ ନନ୍ଦ, ଲାଲୁପ୍ରସାଦ ଭୋଇ, ପ୍ରଜ୍ଞାନ ସାହୁ ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+